YouVersion Logo
Search Icon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:1-2

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:1-2 ORYIRV

ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ୍ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ; ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।

Video for ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:1-2

Free Reading Plans and Devotionals related to ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:1-2