YouVersion Logo
Search Icon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:30-32

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:30-32 ORYIRV

ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ। ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା; ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।

Video for ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:30-32

Free Reading Plans and Devotionals related to ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:30-32