ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:10
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:10 ORYIRV
ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?