ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:11
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:11 ORYIRV
ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।