YouVersion Logo
Search Icon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:12

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:12 ORYIRV

ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”

Video for ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:12