YouVersion Logo
Search Icon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:8

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:8 ORYIRV

“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”

Video for ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:8