ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5 ORYIRV
ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।





