ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:7
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:7 ORYIRV
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।





