ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:32
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:32 ORYIRV
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;





