ଫିଲିପ୍ପୀୟ 4:6-7
ଫିଲିପ୍ପୀୟ 4:6-7 ORYIRV
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ । ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।