YouVersion Logo
Search Icon

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:4-6

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:4-6 ODCLBSI

ଆତ୍ମିକ ଦାନ ବିଭିନ୍ନ ପ୍ରକାର, କିନ୍ତୁ ସେହି ଏକ ଆତ୍ମା ସେସବୁ ପ୍ରଦାନ କରନ୍ତି। ବିଭିନ୍ନ ଭାବରେ ସେବା କରାଯାଉଥିଲେ ସୁଦ୍ଧା ଏକ ପ୍ରଭୁଙ୍କର ସେବା ହୁଏ। କାର୍ଯ୍ୟ କରିବାର ଶକ୍ତି ବିଭିନ୍ନ ଧରଣର, କିନ୍ତୁ ଏକ ଈଶ୍ୱର ସେହିସବୁ ଶକ୍ତି ଯୋଗାଇ ଥାଆନ୍ତି।

Free Reading Plans and Devotionals related to କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:4-6