କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:3 ODCLBSI
ଯଦିବା ମୋର ସର୍ବସ୍ୱ ଦାନ କରିପାରେ କିମ୍ବା ଅଗ୍ନିରେ ଦଗ୍ଧ ହେବା ପାଇଁ ମୋ’ ଶରୀରକୁ ବିସର୍ଜନ କରି ଦିଏ, ତଥାପି ଯଦି ମୋ’ ହୃଦୟରେ ପ୍ରେମ ନାହିଁ, ସେସବୁ ମୋ’ ପାଇଁ ବୃଥା।