କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:4-5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:4-5 ODCLBSI
ପ୍ରେମ ଧୈର୍ଯ୍ୟଶୀଳ ଓ ସଦୟ, ପ୍ରେମ ଈର୍ଷାପର, ଆତ୍ମାଭିମାନୀ ବା ଅହଙ୍କାରୀ ନୁହେଁ। ପ୍ରେମ ଋକ୍ଷ ସ୍ୱଭାବ ବା ସ୍ୱାର୍ଥପର ନୁହେଁ, ଅଯଥା ବିରକ୍ତ ହୁଏ ନାହିଁ। ପ୍ରେମ ତା’ ପ୍ରତି କରାଯାଇଥିବା ଅନ୍ୟାୟର ହିସାବ ରଖେ ନାହିଁ।














![[Healing] The Mind-Body Connection କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:4-5 ପବିତ୍ର ବାଇବଲ (CL) NT (BSI)](/_next/image?url=https%3A%2F%2Fimageproxy.youversionapi.com%2Fhttps%3A%2F%2Fs3.amazonaws.com%2Fyvplans%2F17750%2F1440x810.jpg&w=3840&q=75)



