YouVersion Logo
Search Icon

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:7

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:7 ODCLBSI

ତୁମ୍ଭମାନଙ୍କ ମଧ୍ୟରୁ ପାପରୂପ ପୁରୁଣା ଖମୀରକୁ ଦୂର କରି ସମ୍ପୂର୍ଣ୍ଣ ଶୁଚି ହୁଅ। ତାହାହେଲେ, ତୁମ୍ଭେମାନେ ଖମୀରଶୂନ୍ୟ ନିର୍ମଳ ମଇଦା ପରି ହେବ - ଅବଶ୍ୟ ମୁଁ ଜାଣେ, ତୁମ୍ଭେମାନେ ବର୍ତ୍ତମାନ ସେହିପରି ଅଛ। ନିସ୍ତାର ପର୍ବର ପ୍ରସ୍ତୁତି ସରିଛି। ଆମ ପରିତ୍ରାଣ ନିମନ୍ତେ ନିସ୍ତାର ପର୍ବର ମେଷଶାବକ ପରି ସ୍ୱୟଂ ଖ୍ରୀଷ୍ଟ ବଳି ରୂପେ ଉତ୍ସର୍ଗିତ ହୋଇଛନ୍ତି।