YouVersion Logo
Search Icon

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:19-20

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:19-20 ODCLBSI

ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ତୁମ୍ଭମାନଙ୍କର ଶରୀର ଈଶ୍ୱରଙ୍କଠାରୁ ପ୍ରାପ୍ତ ଅନ୍ତର୍ବାସୀ ପବିତ୍ରଆତ୍ମାଙ୍କ ମନ୍ଦିର? ତୁମେ ଆଉ ତୁମର ହୋଇ ନାହଁ, ମାତ୍ର ଈଶ୍ୱରଙ୍କର। ସେ ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟ ଦେଇ କିଣିଛନ୍ତି। ତେଣୁ ତୁମ୍ଭମାନଙ୍କ ଶରୀର ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କର।

Free Reading Plans and Devotionals related to କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:19-20