ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:14
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:14 ODCLBSI
ଯେହେତୁ ଆମେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନରୁତ୍ଥିତ ହେଲେ, ତେଣୁ ଆମେ ଦୃଢ଼ ନିଶ୍ଚିତ ଯେ, ଯୀଶୁଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୁଏ, ଯୀଶୁଙ୍କ ପୁନରାଗମନବେଳେ ଈଶ୍ୱର ସେମାନଙ୍କୁ ଯୀଶୁଙ୍କ ସଙ୍ଗରେ ନେଇଯିବେ।





