ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:16
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:16 ODCLBSI
ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ନିର୍ଘୋଷିତ ହେବ, ପ୍ରଧାନ ସ୍ୱର୍ଗଦୂତଙ୍କ କଣ୍ଠସ୍ୱର ଶୁଭିବ, ଈଶ୍ୱରଙ୍କ ତୂରୀ ଧ୍ୱନି ନିନାଦିତ ହେବ ଏବଂ ପ୍ରଭୁ ସ୍ୱର୍ଗରୁ ଅବତରଣ କରିବେ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୋଇଛି, ସେମାନେ ପ୍ରଥମେ ସଞ୍ଜୀବିତ ହୋଇ ଉତ୍ଥିତ ହେବେ





