ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:17
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:17 ODCLBSI
ତା’ପରେ ଆମେ ଯେଉଁମାନେ ସେହି ସମୟରେ ଜୀବିତ ରହିଥିବୁ, ମେଘମାଳାରେ ସେମାନଙ୍କ ସଙ୍ଗରେ ଉତ୍ଥାପିତ ହୋଇ ମହାଶୂନ୍ୟରେ ପ୍ରଭୁଙ୍କ ସହିତ ସାକ୍ଷାତ କରିବୁ। ତା’ପରେ ଆମ୍ଭେମାନେ ଚିରକାଳ ପ୍ରଭୁଙ୍କ ସଙ୍ଗରେ ରହିବୁ।





