YouVersion Logo
Search Icon

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:6-7

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:6-7 ODCLBSI

ଦର୍ପ କରିବା ମୋ’ ପକ୍ଷରେ ନିର୍ବୋଧତା ହେବ ନାହିଁ, କାରଣ ମୁଁ ଦତ କଥା କହିବି। କିନ୍ତୁ ମୁଁ ଦର୍ପ କରୁ ନାହିଁ, କାରଣ ମୁଁ ଚାହେଁ, ଲୋକେ ମୋତେ ଯେପରି କାର୍ଯ୍ୟ କରିବାର ଦେଖନ୍ତି ବା ମୋ’ଠାରୁ ଯେପରି କଥା ଶୁଣନ୍ତି, ତା’ଠାରୁ ମୋତେ ଦଡ଼ ବୋଲି ମନେ ନ କରନ୍ତୁ। ଏହି ଅନନ୍ୟ ସାଧାରଣ ପ୍ରତ୍ୟାଦେଶ ଲାଭ କରି ମୁଁ ଯେପରି ଅହଂକାରୀ ହୋଇ ନ ପଡ଼େ, ଏଥିପାଇଁ ମୋ’ ଶରୀରରେ ଏକ ଯନ୍ତ୍ରଣାଦାୟକ ବ୍ୟାଧି ଦିଅ।।ଯାଇଛି, ଏହା ମୋତେ ଗର୍ବିତ ନ ହେବା ପାଇଁ ଶୟତାନର ଦୂତ ଭଳି କାର୍ଯ୍ୟ କରିଥାଏ।