କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:18
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:18 ODCLBSI
ଆମର ଦୃଷ୍ଟି ଦୃଶ୍ୟମାନ କୌଣସି ବସ୍ତୁ ଉପରେ ନୁହେଁ, ମାତ୍ର ଅଦୃଶ୍ୟ ବସ୍ତୁ ଉପରେ ନିବନ୍ଧ, କାରଣ ଦୃଶ୍ୟମାନ ସବୁ କିଛି କ୍ଷଣସ୍ଥାୟୀ, କିନ୍ତୁ ଯାହା ଅଦୃଶ୍ୟ, ତାହା ଚିରସ୍ଥାୟୀ।










