କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 9:10-11
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 9:10-11 ODCLBSI
ଯେଉଁ ବୀଜବପନକାରୀମାନଙ୍କୁ ଈଶ୍ୱର ବୁଣିବା ପାଇଁ ବିହନ ଓ ଆହାର ପାଇଁ ଖାଦ୍ୟ ଯୋଗାନ୍ତି, ସେ ତୁମ୍ଭମାନଙ୍କର ପ୍ରୟୋଜନ ଅନୁସାରେ ବିହନ ଯୋଗାଇବେ ଓ ତୁମ୍ଭମାନଙ୍କ ଉଦାରତାର ଫଳ ସ୍ୱରୂପ ତୁମେ ମଧ୍ୟ ପ୍ରଚୁର ଫସଲ ଅମଳ କରିବ। ତୁମ୍ଭେମାନେ ସର୍ବଦା ଯେପରି ଉଦାର ଭାବରେ ଦାନ କରିପାର, ଏଥିପାଇଁ ଈଶ୍ୱର ତୁମ୍ଭମାନଙ୍କୁ ସବୁ ବିଷୟରେ ସମୃଦ୍ଧ କରିବେ ଏବଂ ଆମ୍ଭମାନଙ୍କ ସ୍ୱାରା ତୁମେ ପଠାଇଥିବା ଦାନ ପାଇଁ ଅନେକେ ଈଶ୍ୱରଙ୍କନିକଟରେ କୃତଜ୍ଞ ହୋଇ ଧନ୍ୟବାଦ ଦେବେ।





