YouVersion Logo
Search Icon

ପ୍ରେରିତ 1:10-11

ପ୍ରେରିତ 1:10-11 ODCLBSI

ସେ ଉଦ୍ଧ୍ୱର୍କୁ ଯିବା ପରେ ମଧ୍ୟ ସେମାନେ ସ୍ଥିର ଦୃଷ୍ଟିରେ ଆକାଶକୁ ଚାହିଁ ରହିଥିଲେ। ଶୁଭ୍ର ବସ୍ତ୍ର ପରିହିତ ଦୁଇ ବ୍ୟକ୍ତି ହଠାତ୍ ସେମାନଙ୍କ ପାଖରେ ଆସି ଠିଆ ହୋଇ କହିଲେ, “ହେ ଗାଲିଲୀୟମାନେ, କାହିଁକି ଏଠାରେ ଠିଆ ହୋଇ ଆକାଶକୁ ଚାହିଁ ରହିଛ? ଯୀଶୁ ତୁମ୍ଭମାନଙ୍କ ନିକଟକୁ ଯାଇ ସ୍ୱର୍ଗରେ ଗୃହୀତ ହୋଇଅଛନ୍ତି। କିନ୍ତୁ ସେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବା ତୁମ୍ଭେମାନେ ଦେଖିଲ, ଠିକ୍ ସେହି ପ୍ରକାରେ ସେ ପୁଣି ଫେରି ଆସିବେ।”