YouVersion Logo
Search Icon

ପ୍ରେରିତ 2:2-4

ପ୍ରେରିତ 2:2-4 ODCLBSI

ହଠାତ୍ ପ୍ରଚଣ୍ଡ ବାୟୁ ବାହିବାର ଶବ୍ଦ ଭଳି ଆକାଶରୁ ଏକ ଶବ୍ଦ ହେଲା ଓ ଯେଉଁ ଗୃହରେ ସେମାନେ ବସିଥିଲେ, ତାହ ସେହି ଶବ୍ଦରେ ପୂର୍ଣ୍ଣ ହେଲା। ତା’ପରେ ସେମାନେ ଦେଖିଲେ, କେତେଗୁଡ଼ିଏ ଅଗ୍ନି ଜିହ୍ୱା ପ୍ରସାରିତ ହୋଇ ସେଠାରେ ଥିବା ପ୍ରତ୍ୟେକଙ୍କୁ ସ୍ପର୍ଶ କଲା। ସେମାନେ ସମସ୍ତେ ପବିତ୍ରଆତ୍ମାଙ୍କରେ ପୂର୍ଣ୍ଣ ହେଲେ ଓ ଆତ୍ମାଙ୍କ ଚାଳନାରେ ବିଭିନ୍ନ ଭାଷାରେ କଥା କହିବାକୁ ଲାଗିଲେ।