YouVersion Logo
Search Icon

ପ୍ରେରିତ 5:3-5

ପ୍ରେରିତ 5:3-5 ODCLBSI

ପିତର ତାକୁ କହିଲେ, “ହନନୀୟ, ତୁମେ କାହିଁକି ଶୟତାନର ବଶୀଭୂତ ହୋଇ ଜମି ବିକ୍ରୀ କରି ପାଇଥିବା ଟଙ୍କାର କିଛି ପରିମାଣ ନିଜ ପାଇଁ ରଖି ପବିତ୍ରଆତ୍ମାଙ୍କ ସମ୍ମୁଖରେ ମିଥ୍ୟା କହିଲ? ସମ୍ପତ୍ତି ବିକ୍ରୟ କରିବା ପୂର୍ବରୁ ତାହା ତୁମର ଥିଲା; ବିକ୍ରୀ କରିବା ପରେ ମଧ୍ୟ ତାହା କ’ଣ ତୁମର ନ ଥିଲା? ତେବେ ତୁମେ କାହିଁକି ଏପ୍ରକାର କାର୍ଯ୍ୟ କରିବାକୁ ସ୍ଥିର କଲ? ତୁମେ ଲୋକମାନଙ୍କୁ ପ୍ରତାରଣା କରି ନାହଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଛ।” ହନନୀୟ ଏହି କଥା ଶୁଣିବାକ୍ଷଣି ତଳେ ପଡ଼ି ପ୍ରାଣ ହରାଇଲା; ଆଉ ଯେଉଁମାନେ ଏହି କଥା ଶୁଣିଲେ, ମୋନେ ସମସ୍ତେ ଭୟଭୀତ ହେଲେ।