YouVersion Logo
Search Icon

କଲସୀୟ 1:15

କଲସୀୟ 1:15 ODCLBSI

ଖ୍ରୀଷ୍ଟ, ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟମାନ ପ୍ରତିରୂପ। ସେ ପ୍ରଥମ ଜାତ ପୁତ୍ର ଓ ସମସ୍ତ ସୃଷ୍ଟି ଅପେକ୍ଷା ଶ୍ରେଷ୍ଠ।