YouVersion Logo
Search Icon

ଏଫିସୀୟ 4:22-24

ଏଫିସୀୟ 4:22-24 ODCLBSI

ତେଣୁ ଯେଉଁ ପୁରାତନ ସ୍ୱଭାବ ନେଇ ତୁମେ ଜୀବନ ଯାପନ କରୁଥିଲ, ତାହା ପରିତ୍ୟାଗ କର, କାରଣ ତାହାର ଛଳ କାମନା ଦ୍ୱାରା ତୁମର ଆତ୍ମା ବିନଷ୍ଟ ହେଉଥିଲା। ତୁମ ହୃଦୟ ଓ ମନର ସମ୍ପୂର୍ଣ୍ଣ ନବୀକରଣ ଆବଶ୍ୟକ। ଈଶ୍ୱରଙ୍କ ସ୍ୱରୂପରେ ସୃଷ୍ଟ ନୂତନ ଆତ୍ମା ଧାରଣ କର। ତାହା ତୁମର ପବିତ୍ର ଓ ନ୍ୟାୟପରାୟଣ ଜୀବନରେ ପ୍ରକାଶ ପାଉ।

Free Reading Plans and Devotionals related to ଏଫିସୀୟ 4:22-24