YouVersion Logo
Search Icon

ଗାଲାତୀୟ 4:4-5

ଗାଲାତୀୟ 4:4-5 ODCLBSI

ଶେଷରେ ଯେତେବେଳେ ଉପଯୁକ୍ତ ସମୟ ଆସିଲା, ଈଶ୍ୱର ତାଙ୍କ ନିଜ ପୁତ୍ରଙ୍କୁ ପ୍ରେରଣ କଲେ। ଜଣେ ସାଧାରଣ ସ୍ତ୍ରୀ ଗର୍ଭରୁ ସେ ଜାତ ହୋଇ ଇହୁଦୀୟ ବ୍ୟବସ୍ଥାର ଅଧୀନରେ ଜୀବନ ଯାପନ କଲେ। କିନ୍ତୁ ଆବଶ୍ୟକୀୟ ମୂଲ୍ୟ ଦେଇ ସେହି ବ୍ୟବସ୍ଥାର ବନ୍ଧନରୁ ଅନ୍ୟମାନଙ୍କୁ ମୁକ୍ତ କରାଇବା ଓ ସେମାନଙ୍କୁ ଈଶ୍ୱରଙ୍କ ପୁତ୍ର ହେବାର ସୁଯୋଗ ଦେବା ତାଙ୍କ ଜୀବନର ଉଦ୍ଦେଶ୍ୟ ଥିଲା।