YouVersion Logo
Search Icon

ଗାଲାତୀୟ 5:22-23

ଗାଲାତୀୟ 5:22-23 ODCLBSI

ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।