YouVersion Logo
Search Icon

ଯୋହନ 13:14-15

ଯୋହନ 13:14-15 ODCLBSI

ତୁମର ଗୁରୁ ଓ ପ୍ରଭୁ ହୋଇ ମୁଁ ଯଦି ତୁମର ପାଦ ଧୋଇଦେଲି, ତେବେ ତୁମ୍ଭେମାନେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ। ତୁମ୍ଭେମାନେ ମୋତେ ଅନୁକରଣ କରିବା ପାଇଁ ମୁଁ ଏହି ଆଦର୍ଶ ଦେଖାଇଅଛି।

Free Reading Plans and Devotionals related to ଯୋହନ 13:14-15