YouVersion Logo
Search Icon

ଲୂକ 7:7-9

ଲୂକ 7:7-9 ODCLBSI

କିମ୍ବା ମୁଁ ନିଜେ ଆପଣଙ୍କ ପାଖକୁ ଆସିବା ପାଇଁ ନିଜକୁ ଯୋଗ୍ୟ ମଣୁ ନାହିଁ। କେବଳ ଆଦେଶ କରନ୍ତୁ, ମୋର ଦାସ ସୁସ୍ଥ ହେବ। ମୁଁ ମଧ୍ୟ ଉପରିସ୍ଥ କର୍ମଚାରୀମାନଙ୍କ ଅଧୀନରେ କାମ କରେ ଓ ମୋର ଅଧୀନରେ ସୈନ୍ୟମାନେ ଅଛନ୍ତି। ମୁଁ ଜଣକୁ ଆଦେଶ ଦିଏ ‘ଯାଅ!’ ଓ ସେ ଯାଏ; ପୁଣି ଆଉ କାହାକୁ ଆଦେଶ ଦିଏ, ‘ଆସ!’ ସେ ଆସେ; ମୋର କ୍ରୀତଦାସକୁ ଆଦେଶ ଦିଏ, ‘ଏହା କର!’ ସେ ତାହା କରେ।’ ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହେଲେ। ସେ ବୁଲିପଡ଼ି ତାଙ୍କ ପଛରେ ଆସୁଥିବା ଜନତାଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଇଶ୍ରାୟେଲ ଲୋକମାନଙ୍କ ମଧ୍ୟରେ ସୁଦ୍ଧା ମୁଁ ଏପରି ବିଶ୍ୱାସ ଦେଖି ନାହିଁ।”

Free Reading Plans and Devotionals related to ଲୂକ 7:7-9