ମାଥିଉଲିଖିତ ସୁସମାଚାର 1:18
ମାଥିଉଲିଖିତ ସୁସମାଚାର 1:18 ODCLBSI
ଏହା ହେଉଛି ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ। ତାଙ୍କ ମାତା ମରିୟମଙ୍କର ଯୋସେଫଙ୍କ ସହିତ ନିର୍ବନ୍ଧ ହୋଇଥିଲା। କିନ୍ତୁ ସେମାନଙ୍କର ବିବାହ ସମ୍ପନ୍ନ ହେବା ପୂର୍ବରୁ ମରିୟମ ଜାଣିଲେ ଯେ ପବିତ୍ର ଆତ୍ମାଙ୍କ ଦ୍ୱାରା ତାଙ୍କର ଗର୍ଭ ସଞ୍ଚାର ହୋଇଛି।