YouVersion Logo
Search Icon

ମାର୍କଲିଖିତ ସୁସମାଚାର 6:31

ମାର୍କଲିଖିତ ସୁସମାଚାର 6:31 ODCLBSI

ଏତେ ଜନସମାଗମ ଭିତରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ଖାଇବାକୁ ବେଳ ପାଉ ନ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଚାଲ, ଆମେ ଗୋଟିଏ ନିରୋଳା ସ୍ଥାନକୁ ଯିବା। ସେଠାରେ ତୁମେ କିଛି ସମୟ ବିଶ୍ରାମ ନେଇ ପାରିବ।”

Verse Image for ମାର୍କଲିଖିତ ସୁସମାଚାର 6:31

ମାର୍କଲିଖିତ ସୁସମାଚାର 6:31 - ଏତେ ଜନସମାଗମ ଭିତରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ଖାଇବାକୁ ବେଳ ପାଉ ନ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଚାଲ, ଆମେ ଗୋଟିଏ ନିରୋଳା ସ୍ଥାନକୁ ଯିବା। ସେଠାରେ ତୁମେ କିଛି ସମୟ ବିଶ୍ରାମ ନେଇ ପାରିବ।”

Free Reading Plans and Devotionals related to ମାର୍କଲିଖିତ ସୁସମାଚାର 6:31