YouVersion Logo
Search Icon

ଫିଲିପୀୟ 1:9-10

ଫିଲିପୀୟ 1:9-10 ODCLBSI

ମୁଁ ପ୍ରାର୍ଥନା କରେ, ଯେପରି ପ୍ରକୃତ ଜ୍ଞାନ ଓ ନ୍ୟାୟ ବିଚାର ସହିତ ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକତର ବୃଦ୍ଧି ପାଇବ ଓ ତୁମ୍ଭେମାନେ ଯେପରି ଶ୍ରେଷ୍ଠ ବିଷୟ ସବୁ ମନୋନୀତ କରିପାରିବ। ତା’ହେଲେ; ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଗମନ ଦିନରେ ପରିଶୁଦ୍ଧ ଓ ଅନିନ୍ଦନୀୟ ରହିବ

Verse Images for ଫିଲିପୀୟ 1:9-10

ଫିଲିପୀୟ 1:9-10 - ମୁଁ ପ୍ରାର୍ଥନା କରେ, ଯେପରି ପ୍ରକୃତ ଜ୍ଞାନ ଓ ନ୍ୟାୟ ବିଚାର ସହିତ ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକତର ବୃଦ୍ଧି ପାଇବ ଓ ତୁମ୍ଭେମାନେ ଯେପରି ଶ୍ରେଷ୍ଠ ବିଷୟ ସବୁ ମନୋନୀତ କରିପାରିବ। ତା’ହେଲେ; ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଗମନ ଦିନରେ ପରିଶୁଦ୍ଧ ଓ ଅନିନ୍ଦନୀୟ ରହିବଫିଲିପୀୟ 1:9-10 - ମୁଁ ପ୍ରାର୍ଥନା କରେ, ଯେପରି ପ୍ରକୃତ ଜ୍ଞାନ ଓ ନ୍ୟାୟ ବିଚାର ସହିତ ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକତର ବୃଦ୍ଧି ପାଇବ ଓ ତୁମ୍ଭେମାନେ ଯେପରି ଶ୍ରେଷ୍ଠ ବିଷୟ ସବୁ ମନୋନୀତ କରିପାରିବ। ତା’ହେଲେ; ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଗମନ ଦିନରେ ପରିଶୁଦ୍ଧ ଓ ଅନିନ୍ଦନୀୟ ରହିବ