YouVersion Logo
Search Icon

ଫିଲିପୀୟ 2:3-4

ଫିଲିପୀୟ 2:3-4 ODCLBSI

ନିଜର ସ୍ୱାର୍ଥସିଦ୍ଧି ପାଇଁ କିମ୍ବା ବଡ଼ିମା ଦେଖାଇ ହେବା ପାଇଁ କୌଣସି କାର୍ଯ୍ୟ କର ନାହିଁ। କିନ୍ତୁ ଅନ୍ୟମାନଙ୍କୁ ନିଜଠାରୁ ଶ୍ରେଷ୍ଠ ମନେକରି ପରସ୍ପର ପ୍ରତି ନମ୍ର ବ୍ୟବହାର କର। କେବଳ ନିଜର ସ୍ୱାର୍ଥ ପ୍ରତି ମନୋଯୋଗୀ ନ ହୋଇ ଅନ୍ୟମାନଙ୍କ ପ୍ରତି ମନୋଯୋଗୀ ହୁଅ।