ଫିଲିପୀୟ 2:6-8
ଫିଲିପୀୟ 2:6-8 ODCLBSI
ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ। ବରଂ ସ୍ୱଇଚ୍ଛାରେ ତାଙ୍କର ସର୍ବସ୍ୱ ପରିତ୍ୟାଗ କରି ଦାସରୂପ ଧାରଣ କଲେ। ମନୁଷ୍ୟ ପରି ହୋଇ ମନୁଷ୍ୟ ସାଦୃଶ୍ୟରେ ଆବିର୍ଭୂତ ହେଲେ। ସେ ବିନୟୀ ଓ ନମ୍ର ହୋଇ ମୃତ୍ୟୁ ପର୍ଯ୍ୟନ୍ତ କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ - ଆଜ୍ଞାବହ ହେଲେ।







