YouVersion Logo
Search Icon

ଫିଲିପୀୟ 3:13-14

ଫିଲିପୀୟ 3:13-14 ODCLBSI

ଅବଶ୍ୟ ଏ ପର୍ଯ୍ୟନ୍ତ ମୁଁ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ନାହିଁ। କିନ୍ତୁ ଗୋଟିଏ କାର୍ଯ୍ୟରେ ମୁଁ ନିବିଷ୍ଟ ରହିଛି; ପଚରେ ଛାଡ଼ି ଆସିଥିବା ବିଷୟଗୁଡ଼ିକୁ ଭୁଲିଯାଇ, ସମ୍ମୁଖରେ ଥିବା ବିଷୟଗୁଡ଼ିକୁ ପାଇବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି। ତେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହାୟତାରେ ଯେଉଁ ସ୍ୱର୍ଗୀୟ ଜୀବନ ଲାଭ କରିବା ପାଇଁ ଈଶ୍ୱର ମୋତେ ଆହ୍ୱାନ କରିଛନ୍ତି ସେହି ପୁରସ୍କାର ପ୍ରତି ଦୃଷ୍ଟି ରଖି ମୁଁ ଲକ୍ଷ୍ୟ ସ୍ଥଳଆଡ଼କୁ ଦୌଡ଼ୁଛି।