ରୋମୀୟ 10:11-13
ରୋମୀୟ 10:11-13 ODCLBSI
ଶାସ୍ତ୍ର ଅନୁଯାୟୀ, “ତାଙ୍କଠାରେ ବିଶ୍ୱାସ କରି କେହି ବିଫଳ ହେବ ନାହିଁ।” କୌଣସି ଭେଦାଭେଦ ନ ଥାଇ, ଏ କଥା ଇହୁଦୀ, ଅଣଇହୁଦୀ ସମସ୍ତଙ୍କ ପ୍ରତି ପ୍ରଯୁଜ୍ୟ। କେବଳ ଈଶ୍ୱର ସମସ୍ତଙ୍କର ପ୍ରଭୁ। ଯେଉଁମାନେ ତାଙ୍କର ସାହାଯ୍ୟ ପ୍ରାର୍ଥନା କରନ୍ତି, ସେମାନଙ୍କୁ ସେ ପ୍ରଚୁର ଆଶୀର୍ବାଦ ଦିଅନ୍ତି। ଶାସ୍ତ୍ରରେ ସ୍ପଷ୍ଟ ଉଲ୍ଲିଖିତ ଅଛି, “ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।”