YouVersion Logo
Search Icon

ରୋମୀୟ 11:17-18

ରୋମୀୟ 11:17-18 ODCLBSI

ଉଦ୍ୟାନରେ ଯତ୍ନ ନିଆଯାଉଥିବା ଗୋଟିଏ ଜୀତ ବୃକ୍ଷର କେତୋଟି ଶାଖା ଛିନ୍ନ କରାଯାଇ, ଜଙ୍ଗଲୀ ଜୀତ ବୃକ୍ଷ ତୁଲ୍ୟ। ତୁମ୍ଭେମାନେ ବର୍ତ୍ତମାନ ଇହୁଦୀମାନଙ୍କର ବଳିଷ୍ଠ ଆଧ୍ୟାତ୍ମିକ ଜୀବନର ଅଂଶୀଦାର ହୋଇଛ। ତେଣୁ ତୁମ୍ଭେମାନେ ଛିନ୍ନ କରାଯାଇଥିବା ଶାଖାଗୁଡ଼ିକୁ ହେୟଜ୍ଞାନ କର ନାହିଁ। ତୁମ୍ଭେମାନେ କାହିଁକି ଗର୍ବ କରିବ? ତୁମ୍ଭେମାନେ ତ କେବଳ ଶାଖା- ବୃକ୍ଷ ମୂଳକୁ ତୁମ୍ଭେମାନେ ପ୍ରତିପାଳନ କରୁ ନାହଁ, ବରଂ ମୂଳ ତୁମକୁ ପୁଷ୍ଟ କରୁଛି।