YouVersion Logo
Search Icon

ରୋମୀୟ 2:3-4

ରୋମୀୟ 2:3-4 ODCLBSI

ଯେଉଁ କୁକର୍ମ ଲାଗି ତୁମେ ଅନ୍ୟମାନଙ୍କୁ ଦୋଷୀ କରୁଛ, ତା’ ଯଦି ତୁମେ ନିଜେ କରୁଥାଅ, ତୁମେ ଈଶ୍ୱରଙ୍କ ବିଚାରର ସମ୍ମୁଖୀନ ହେବ ନାହିଁ ବୋଲି କଅଣ ଭାବୁଛ? ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି।

Free Reading Plans and Devotionals related to ରୋମୀୟ 2:3-4