YouVersion Logo
Search Icon

ରୋମୀୟ 3:25-26

ରୋମୀୟ 3:25-26 ODCLBSI

ଈଶ୍ୱର ଯୀଶୁଙ୍କୁ ଦାନ କଲେ, ଯେପରି ତାଙ୍କ ମୃତ୍ୟୁ, ତାଙ୍କଠାରେ ବିଶ୍ୱାସ କରୁଥିବା ଲୋକମାନଙ୍କର ପାପ କ୍ଷମାର ଉପାୟ ହେବ। ଈଶ୍ୱର ସହିଷ୍ଣୁ ହୋଇ ଲୋକମାନଙ୍କ ପୂର୍ବକୃତ ପାପ ଧରି ନାହାନ୍ତି। କିନ୍ତୁ ବର୍ତ୍ତମାନ ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ପାପ କ୍ଷମାର ବ୍ୟବସ୍ଥା କରିଛନ୍ତି। ଏଥିଦ୍ୱାରା ଈଶ୍ୱର ଦର୍ଶାଇ ଦେଇଛନ୍ତି ଯେ, ସେ ନିଜେ ଧାର୍ମିକ ଓ ଯେଉଁମାନେ ଯୀଶୁଙ୍କଠାରେ ବିଶ୍ୱାସ କରନ୍ତି, ସେ ସମସ୍ତଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ।

Free Reading Plans and Devotionals related to ରୋମୀୟ 3:25-26