YouVersion Logo
Search Icon

୧ କରିନ୍ଥୀୟ 9:22

୧ କରିନ୍ଥୀୟ 9:22 IRVORY

ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି।