୧ କରିନ୍ଥୀୟ 9:24
୧ କରିନ୍ଥୀୟ 9:24 IRVORY
ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।