YouVersion Logo
Search Icon

୨ କରିନ୍ଥୀୟ 12:6-7

୨ କରିନ୍ଥୀୟ 12:6-7 IRVORY

ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ। ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।

Free Reading Plans and Devotionals related to ୨ କରିନ୍ଥୀୟ 12:6-7