୨ କରିନ୍ଥୀୟ 4:4
୨ କରିନ୍ଥୀୟ 4:4 IRVORY
ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।