YouVersion Logo
Search Icon

୨ କରିନ୍ଥୀୟ 5:15-16

୨ କରିନ୍ଥୀୟ 5:15-16 IRVORY

ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି। ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।

Verse Images for ୨ କରିନ୍ଥୀୟ 5:15-16

୨ କରିନ୍ଥୀୟ 5:15-16 - ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।

ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।୨ କରିନ୍ଥୀୟ 5:15-16 - ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।

ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।