YouVersion Logo
Search Icon

୨ କରିନ୍ଥୀୟ 5:18-19

୨ କରିନ୍ଥୀୟ 5:18-19 IRVORY

କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।

Verse Images for ୨ କରିନ୍ଥୀୟ 5:18-19

୨ କରିନ୍ଥୀୟ 5:18-19 - କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।୨ କରିନ୍ଥୀୟ 5:18-19 - କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।