YouVersion Logo
Search Icon

୨ କରିନ୍ଥୀୟ 9:10-11

୨ କରିନ୍ଥୀୟ 9:10-11 IRVORY

ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।