YouVersion Logo
Search Icon

ପ୍ରେରିତ 16:25-26

ପ୍ରେରିତ 16:25-26 IRVORY

କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ। ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।

Free Reading Plans and Devotionals related to ପ୍ରେରିତ 16:25-26