ପ୍ରେରିତ 26:17-18
ପ୍ରେରିତ 26:17-18 IRVORY
ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି, ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”





