ପ୍ରେରିତ 28:26-27
ପ୍ରେରିତ 28:26-27 IRVORY
“ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ‘ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ; କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”





